ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ପାଇଁ ୫୦୦ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଭିତ୍ତିଭୂମି ବିକାଶ ଓ କ୍ଷତିଗ୍ରସ୍ତଙ୍କୁ ଥଇଥାନ ପାଇଁ ଏହି ଅର୍ଥ ଖର୍ଚ୍ଚ କରାଯିବ | ମଠ ଗୁଡିକର ପୁନରୁଦ୍ଧାର...